ଭୁବନେଶ୍ୱର: ନଭେମ୍ବର ୨୯ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୫ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୮୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୮ ହଜାର ୮୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୨୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୭ ହଜାରରୁ ଅଧିକ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୩୩୩ ରହିଛି । ଖୋର୍ଦ୍ଧାରେ ସର୍ବାଧିକ ୯୪ ଜଣ କରୋନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Covid-19 Report For 28th November
New Positive Cases: 197
Of which 0-18 years: 25
In quarantine: 115
Local contacts: 82(Details of local contacts will be shared by concerned District)
1. Balasore: 2
2. Bargarh: 1
3. Bhadrak: 3
4. Cuttack: 6
5. Deogarh: 3
6. Dhenkanal: 4— I & PR Department, Odisha (@IPR_Odisha) November 29, 2021
New recoveries: 221
Cumulative tested: 23677774
Positive: 1048880
Recovered: 1038085
Active cases: 2333— I & PR Department, Odisha (@IPR_Odisha) November 29, 2021
Comments are closed.