ଭୁବନେଶ୍ୱର: ଡିସେମ୍ବର ୦୧ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧, ୮୫୧ ସ୍ୱାବ ଟେଷ୍ଟ ମଧ୍ୟରୁ ୨୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୮ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୯ ହଜାର ୩୪୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୦୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୮ ହଜାର ୫୦୯ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୧୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୩୭୦ ରହିଛି ।
Covid-19 Report For 30th November
New Positive Cases: 237
Of which 0-18 years: 39
In quarantine: 139
Local contacts: 98(Details of local contacts will be shared by concerned District)
1. Balasore: 5
2. Bhadrak: 2
3. Balangir: 5
4. Boudh: 1
5. Cuttack: 19
6. Dhenkanal: 3— I & PR Department, Odisha (@IPR_Odisha) December 1, 2021
18. Sundargarh: 16
19. State Pool: 27New recoveries: 203
Cumulative tested: 23789724
Positive: 1049345
Recovered: 1038509
Active cases: 2370— I & PR Department, Odisha (@IPR_Odisha) December 1, 2021
Comments are closed.