ଭୁବନେଶ୍ୱର: ଡିସେମ୍ବର ୦୨ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭, ୬୪୩ ସ୍ୱାବ ଟେଷ୍ଟ ମଧ୍ୟରୁ ୨୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୪ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୪୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୯ ହଜାର ୫୯୭ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୮୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୮ ହଜାର ୬୯୫ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୧୫ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୪୩୪ ରହିଛି ।
Covid-19 Report For 1st December
New Positive Cases: 252
Of which 0-18 years: 54
In quarantine: 148
Local contacts: 104(Details of local contacts will be shared by concerned District)
1. Balasore: 5
2. Bhadrak: 2
3. Balangir: 5
4. Boudh: 1
5. Cuttack: 19
6. Dhenkanal: 3— I & PR Department, Odisha (@IPR_Odisha) December 2, 2021
New recoveries: 186
Cumulative tested: 23847367
Positive: 1049597
Recovered: 1038695
Active cases: 2434— I & PR Department, Odisha (@IPR_Odisha) December 2, 2021
Comments are closed.