ଭୁବନେଶ୍ୱର: ଡିସେମ୍ବର ୦୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭, ୩୮୪ ସ୍ୱାବ ଟେଷ୍ଟ ମଧ୍ୟରୁ ୨୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୧୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୯ ହଜାର ୮୬୭ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୭୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୮ ହଜାର ୯୭୧ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୧୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୪୨୫ ରହିଛି ।
Covid-19 Report For 2nd December
New Positive Cases: 270
Of which 0-18 years: 57
In quarantine: 159
Local contacts: 111(Details of local contacts will be shared by concerned District)
1. Angul: 2
2. Balasore: 4
3. Bhadrak: 1
4. Balangir: 3
5. Cuttack: 16
6. Dhenkanal: 20— I & PR Department, Odisha (@IPR_Odisha) December 3, 2021
New recoveries: 276
Cumulative tested: 23904751
Positive: 1049867
Recovered: 1038971
Active cases: 2425— I & PR Department, Odisha (@IPR_Odisha) December 3, 2021
Comments are closed.