ଭୁବନେଶ୍ୱର: ଡିସେମ୍ବର ୧୫ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧, ୭୬୪ ସ୍ୱାବ ଟେଷ୍ଟ ମଧ୍ୟରୁ ୨୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୮ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୨ ହଜାର ୧୪୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୯୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୧ ହଜାର ୭୨୮ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୩୯ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୯୨୫ ରହିଛି ।
Covid-19 Report For 14th December
New Positive Cases: 218
Of which 0-18 years: 28
In quarantine: 127
Local contacts: 91(Details of local contacts will be shared by concerned District)
1. Angul: 2
2. Balasore: 1
3. Bhadrak: 1
4. Cuttack: 15
5. Deogarh: 2
6. Ganjam: 5— I & PR Department, Odisha (@IPR_Odisha) December 15, 2021
New recoveries: 192
Cumulative tested: 24583409
Positive: 1052145
Recovered: 1041728
Active cases: 1925— I & PR Department, Odisha (@IPR_Odisha) December 15, 2021
Comments are closed.