ଭୁବନେଶ୍ୱର: ଡିସେମ୍ବର ୨୨ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫, ୭୯୪ ସ୍ୱାବ ଟେଷ୍ଟ ମଧ୍ୟରୁ ୧୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୦୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୩ ହଜାର ୩୪୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୭୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୩ ହଜାର ୦୪୫ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୪୭ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୮୦୪ ରହିଛି ।
Covid-19 Report For 21st December
New Positive Cases: 183
Of which 0-18 years: 30
In quarantine: 108
Local contacts: 75(Details of local contacts will be shared by concerned District)
1. Angul: 3
2. Balasore: 2
3. Bargarh: 1
4. Cuttack: 13
5. Deogarh: 8
6. Ganjam: 1— I & PR Department, Odisha (@IPR_Odisha) December 22, 2021
New recoveries: 170
Cumulative tested: 24992088
Positive: 1053349
Recovered: 1043045
Active cases: 1804— I & PR Department, Odisha (@IPR_Odisha) December 22, 2021
Comments are closed.