ଭୁବନେଶ୍ୱର: ଡିସେମ୍ବର ୨୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧, ୭୬୦ ସ୍ୱାବ ଟେଷ୍ଟ ମଧ୍ୟରୁ ୧୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୩ ହଜାର ୫୦୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୭୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୩ ହଜାର ୨୧୯ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୪୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୭୮୪ ରହିଛି ।
Covid-19 Report For 22nd December
New Positive Cases: 155
Of which 0-18 years: 32
In quarantine: 91
Local contacts: 64(Details of local contacts will be shared by concerned District)
1. Angul: 1
2. Balasore: 1
3. Cuttack: 8
4. Deogarh: 7
5. Dhenkanal: 1
6. Ganjam: 4— I & PR Department, Odisha (@IPR_Odisha) December 23, 2021
New recoveries: 174
Cumulative tested: 25053848
Positive: 1053504
Recovered: 1043219
Active cases: 1784— I & PR Department, Odisha (@IPR_Odisha) December 23, 2021
Comments are closed.