ଭୁବନେଶ୍ୱର: ଡିସେମ୍ବର ୨୫ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୯ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୩ ହଜାର ୭୬୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୧୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆସ୍ୱସ୍ତିକର କଥା । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୩ ହଜାର ୬୦୧ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୬୬୪ ରହିଛି ।
Covid-19 Report For 24th December
New Positive Cases: 124
Of which 0-18 years: 17
In quarantine: 75
Local contacts: 49(Details of local contacts will be shared by concerned District)
1. Angul: 2
2. Balasore: 3
3. Bargarh: 6
4. Bhadrak: 3
5. Balangir: 1
6. Cuttack: 8— I & PR Department, Odisha (@IPR_Odisha) December 25, 2021
New recoveries: 210
Cumulative tested: 25174522
Positive: 1053769
Recovered: 1043601
Active cases: 1664— I & PR Department, Odisha (@IPR_Odisha) December 25, 2021
Comments are closed.