ଭୁବନେଶ୍ୱର: ଅକେଫାବର ୧୨ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୬, ୦୯୩ ସ୍ୱାବ ଟେଷ୍ଟ ମଧ୍ୟରୁ ୫୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୨ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୦୮ ଜଣ କ ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୨ ହଜାର ୬୭୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୪୬୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୯ ହଜାର ୨୧୮ ହଜାର ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୬ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୨୬୧ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୧୪୧ ରହିଛି ।
Covid-19 Report For 11th October
New Positive Cases: 529
Of which 0-18 years: 62
In quarantine: 308
Local contacts: 221(Details of local contacts will be shared by concerned Dist Administration)
1. Angul: 3
2. Balasore: 20
3. Bargarh: 1
4. Bhadrak: 3
5. Balangir: 1— I & PR Department, Odisha (@IPR_Odisha) October 12, 2021
23. Sambalpur: 11
24. Sundargarh: 10
25. State Pool: 63New recoveries: 469
Cumulative tested: 20765245
Positive: 1032673
Recovered: 1019218
Active cases: 5141— I & PR Department, Odisha (@IPR_Odisha) October 12, 2021
Comments are closed.