ଭୁବନେଶ୍ୱର: ସେପ୍ଟେମ୍ବର ୧୫ : ଆଜି ରାଜ୍ୟରେ ୫୨, ୧୩୦ ସ୍ୱାବ ଟେଷ୍ଟ ମଧ୍ୟରୁ ୪୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୩ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୭ ହଜାର ୭୧୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୭୯୩ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩ ହଜାର ୬୦୩ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୯୪୮ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୧୪ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
Covid-19 Report For 14th September
New Positive Cases: 457
Of which 0-18 years: 73
In quarantine: 265
Local contacts: 192(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 28
3. Bargarh: 4
4. Bhadrak: 10— I & PR Department, Odisha (@IPR_Odisha) September 15, 2021
21. Nawarangpur: 4
22. Nayagarh: 4
23. Puri: 7
24. Rayagada: 7
25. Sambalpur: 3
26. Sundargarh: 10
27. State Pool: 47New recoveries: 793
Cumulative tested: 19005293
Positive: 1017718
Recovered: 1003603
Active cases: 5948— I & PR Department, Odisha (@IPR_Odisha) September 15, 2021
Comments are closed.